ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୨୨ ଜଣ କରୋନା ପଜିଟିଭ
ଭୁବନେଶ୍ବର: ଆଜି ବି ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ୨ ଶହ ଉପରେ ରହିଛି। ଗତକାଲି ୨୦୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୨୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୩୦ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୯୨ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୩୬ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ୨୫ଟି ଜିଲ୍ଲାରୁ ୨୨୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୧ ଜଣ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
୨୪ ଘଣ୍ଟା ମଧ୍ୟରେ ବାଲେଶ୍ବର ଜିଲ୍ଲାରୁ ୧୧, ବରଗଡ଼ରୁ ୬, ଭଦ୍ରକରୁ ୧, ବଲାଙ୍ଗୀର ଜିଲ୍ଲାରୁ ୩, କଟକରୁ ୨୩ ଜଣ, ଦେବଗଡ଼ରୁ ୨, ଢେଙ୍କାନାଳରୁ ୧, ଗଜପତିରୁ ୫, ଗଞ୍ଜାମରୁ ୩, ଜଗତସିଂହପୁରରୁ ୫ ଜଣ, ଯାଜପୁରରୁ ୫ ଜଣ, ଝାରସୁଗୁଡ଼ାରୁ ୧, କଳାହାଣ୍ଡିରୁ ୮, କନ୍ଧମାଳରୁ ୪ ଜଣ, କେନ୍ଦ୍ରାପଡ଼ାରୁ ୫, କେନ୍ଦୁଝରରୁ ୫, ଖୋର୍ଦ୍ଧା ଜିଲ୍ଲାରୁ ୫୧, ମୟୂରଭଞ୍ଜରୁ ୫ ଜଣ, ନବରଙ୍ଗପୁରରୁ ୩, ନୟାଗଡ଼ ଜିଲ୍ଲାରୁ ୬ ଜଣ, ନୂଆପଡ଼ାରୁ ୨, ପୁରୀରୁ ୧୨ ଜଣ, ସମ୍ବଲପୁରରୁ ୧୩ ଜଣ, ସୋନପୁରରୁ ୨, ସୁନ୍ଦରଗଡ଼ରୁ ୨୯ ଜଣ ଓ ଷ୍ଟେଟପୁଲରୁ ୧୧ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।
ଏପର୍ଯ୍ୟନ୍ତ ରାଜ୍ୟରେ ୧୩, ୩୨, ୯୫୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୩, ୨୨, ୨୯୯ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୧୪୧୭ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।


Super happy with the service here. The community is great and the games are always updated. Definitely worth a try for everyone. pkcv777
I’ve tried a few sites lately but this one is definitely the smoothest for logging in. Super fast and no lag at all. Check out 2phcomlogin for a great experience.
I’ve tried a few sites this month but this one is definitely the smoothest. Fast payouts and the interface is super easy to navigate. Highly recommend pkbet2888 for anyone looking for a reliable spot.
Some genuinely wonderful content on this web site, thanks for contribution.